ଆଜି ମାଟ୍ରିକ ପରୀକ୍ଷା ଫଳ

ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ,ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ଆଜି ଦିନ ୧ଟାରେ କଟକ ସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ ପାଇବ ।

ଆଜି ଦିନ ୨ଟାରେ ପରୀକ୍ଷାଫଳ ବୋର୍ଡ ୱେବସାଇଟ www.bseodisha.ac.in ଏବଂ www.bseodisha.nic.inରେ ଉପଲବ୍ଧ ହେବ ଏବଂ ଇଣ୍ଟରନେଟ ସଂଯୋଗ ନଥିବା ଅଞ୍ଚଳରେ ଏସ ଏମ୍ ଏସ ଜରିଆରେ ମଧ୍ୟ ପରୀକ୍ଷାର୍ଥୀ ମାନେ ପରୀକ୍ଷା ଫଳାଫଳ ପାଇପାରିବେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes