ଆଜି ରସଗୋଲା ଦିବସ; ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ଶ୍ରୀଜଗନ୍ନାଥ

ପ୍ରତିବର୍ଷ ଚତୁର୍ଦ୍ଧା ମୂରତିଙ୍କ ନୀଳାଦ୍ରି ବିଜେ ଅବସରରେ ରସଗୋଲା ଭୋଗ ଲାଗୁଥିବାରୁ ଏହି ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଉଛି ।

ଆଜି ମହାଲକ୍ଷ୍ମୀଙ୍କୁ ରସଗୋଲା ଭେଟି ଦେଇ ମାନଭଞ୍ଜନ କରିବେ ଶ୍ରୀଜଗନ୍ନାଥ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes