ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୭ଟା ୧୫ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ।

ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାଵ ଉପରେ କ୍ୟାବିନେଟର ମୋହର ବାଜିପାରେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes