ଆଜି ରାଜ୍ୟ କ୍ୟାବିନେଟ ବସିବ, ୨୫ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ

ଆଜି ସନ୍ଧ୍ୟା ସାଢେ ପାଞ୍ଚଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିବ l

ବୈଠକରେ 10 ଟି ବିଭାଗର 25 ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ ବୋଲି କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes