ଆଜି ଲୋକାର୍ପଣ ହେବ ସମଲେଇ ପ୍ରକଳ୍ପ

ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆଜି ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଜି ଦିନ ୧୨ଟା ସମୟରେ ଜମାଦାରପାଲି ଏୟାରଷ୍ଟ୍ରିପରେ ମୁଖ୍ୟମନ୍ତ୍ରୀ ବିମାନ ଯୋଗେ ପହଞ୍ଚିବେ। ସେଠାରୁ ସମଲେଇ ମନ୍ଦିରକୁ ଯାଇ ଅପରାହ୍ଣ ୧୨ଟା ୩୦ ମିନିଟରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ମନ୍ଦିର ପରିସରରେ ପ୍ରାୟ ଦେଢ ଘଣ୍ଟା ରହଣି କାର୍ଯ୍ୟକ୍ରମ ରହିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes