ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଗଜଉଦ୍ଧାରଣ ବେଶ

ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନ ଉପରେ ଏହି ବେଶ ଅନୁଷ୍ଠିତ ହେବ।

ଏହି ବେଶରେ ଶ୍ରୀଜଗନ୍ନାଥ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିବେ । ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ ମହାପ୍ରଭୁ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes