ଆଜି ଶ୍ରୀମନ୍ଦିରରେ ହେବ ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକ ଲାଗି ନୀତି ହେବ ଏବଂ ସେବକ ମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ l

ଏଥିପାଇଁ ଅପରାହ୍ନ 4 ଟାରୁ ରାତି 8 ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes