ଆଜି ସୁଆଣ୍ଡୋ ଯିବେ ମୁଖ୍ୟମନ୍ତ୍ରୀ

ଐତିହାସିକ ଗ୍ରାମରେ ରୂପାନ୍ତରିତ ହୋଇଥିବା ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋକୁ ଯାଇ ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଭୁବନେଶ୍ବର ବିମାନବନ୍ଦରରୁ ଦିନ ୧୦ଟା ୪୫ମିନିଟରେ ବାହାରି ୧୧ଟାରେ ସୁଆଣ୍ଡୋରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes