ଆଜି ୧୦ ଜିଲ୍ଲାର କେତେକ ସ୍ଥାନରେ କୋହଲା ପାଗ ସହ ହାଲୁକା ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।
ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, ଅନୁଗୁଳ, ଦେବଗଡ଼ର କିଛି ସ୍ଥାନରେ ବର୍ଷା ହେବ।
Credible Local News of Odisha