ଆଜି ୧୨ ଘଣ୍ଟିଆ ପାଲଲହଡ଼ା ବନ୍ଦ

ପାଲଲହଡ଼ା ବିଧାୟକ ମୁକେଶ ପାଳଙ୍କ ନେତୃତ୍ୱରେ  ଆଜି ୧୨ ଘଣ୍ଟିଆ ପାଲଲହଡ଼ା ବନ୍ଦ ଡାକରା ଦିଆଯାଇଛି।

ପାଲଲହଡା ଶିବ ମନ୍ଦିରଛକରେ ଅଣ୍ଡରପାସ ନିର୍ମାଣ ଓ ୧୪୯ ନମ୍ବର ଜାତୀୟ ରାଜପଥ ପାଲଲହଡା-ପିତିରି ରାସ୍ତାର ମରାମତି ଦାବିରେ ଏହି ବନ୍ଦ ପାଳନ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes