ଆଜି ୧୫ଜିଲ୍ଲାକୁ କାଳବୈଶାଖୀ ବର୍ଷା ସହ ବଜ୍ରପାତ ଆଲର୍ଟ

କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ଗଜପତି, ଗଂଜାମ, ରାୟଗଡ଼ା, କୋରାପୁଟକୁ ସତର୍କ ସୂଚନା ଜାରି ହୋଇଛି।

ଭୁବନେଶ୍ୱରରେ ମଧ୍ୟ କୁଆପଥର ବର୍ଷା ସମ୍ଭାବନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes