ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ଶ୍ରୀଜିଉଙ୍କ ବନକ ଲାଗି ନୀତି ପାଇଁ ଆଜି ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes