ଆଜି ୬ ଘଣ୍ଟିଆ କୁଚିଣ୍ଡା ବନ୍ଦ ଡାକରା

ସମ୍ବଲପୁରରେ ହନୁମାନ ଜୟନ୍ତୀରେ ପଥରମାଡ଼ ପ୍ରତିବାଦରେ ବିଜେପି ପକ୍ଷରୁ ଆଜି ୬ ଘଣ୍ଟିଆ କୁଚିଣ୍ଡା ବନ୍ଦ ଡାକରା ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes