ଆଜି ୭ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ମୌସୁମୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ଏବଂ
ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର,କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ସମେତ ୭ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ସୂଚନା ମିଳିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes