ଆଣ୍ଡାମାନ ଛୁଇଁଲା ମୌସୁମୀ

ଆଣ୍ଡାମାନ ସାଗରରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।

ମୌସୁମୀ ଆଣ୍ଡାମାନ ସାଗର ସମେତ ଦକ୍ଷିଣ ବଙ୍ଗୋପସାଗରରେ ପ୍ରବେଶ କରିଥିବା ସଂପର୍କରେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes