ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କଳାପଥର ସ୍ଥିତ ସତ୍ୟବାଦୀ ଜୁନିୟର କଲେଜରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶ୍ରୀକାନ୍ତ ପଧାନ ଏଥିରେ ସଭାପତିତ୍ୱ କରିଥିଲେ । ଦେବଯାନୀ ମେଶୁଆଙ୍କ ସଂଯୋଜନାରେ ଅନୁଷ୍ଠିତ ଶିବିରରେ କାର୍ଯ୍ୟକ୍ରମ ସଂଯୋଜକ ପ୍ରତିମା ବାରିକ ଓ ଅଧ୍ୟାପକ କିଶୋର ସାହୁ ପ୍ରମୁଖ ବକ୍ତବ୍ୟ ରଖିଥିବାବେଳେ ଶଶାଙ୍କ ଶେଖର ସୁଆର ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes