ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢି ପଞ୍ଚାୟତର ଭୁତିଆପାଲି ସ୍ଥିତ ପରମେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉଦଯାପନି ସଭାରେ କାର୍ଯ୍ୟକ୍ରମ ସଂଯୋଜକ ଶେଫାଳୀ ପଣ୍ଡା ଓ ସୁଦାମ ମହାକୁର ଅତିଥି ଭାବେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes