ଆଦର୍ଶରେ ପ୍ରଥମ କରି ପାଦ ଦେଇଥିବା ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର ଜିଲ୍ଲା ବିନିକା ଆଦର୍ଶ ବିଦ୍ୟାଳୟ ଷଷ୍ଠ ଶ୍ରେଣୀରେ ଅଧ୍ୟୟନ ପାଇଁ ଆଜିଠାରୁ ପ୍ରଥମ କରି ପାଦ ପକାଇଥିବା ଛାତ୍ରଛାତ୍ରୀଙ୍କୁ ଫୁଲତୋଡ଼ା ଦେଇ ସ୍କୁଲକୁ ପାଛୋଟି ନିଆଯାଇଥିଲା।

ବିଦ୍ୟାଳୟର ଅଧ୍ୟକ୍ଷ ସୌମ୍ୟରଞ୍ଜନ କ୍ଷେତୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଟିତ ଏହି ସ୍ଵାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ସ୍କୁଲ ଷ୍ଟାଫ ଓ ୭,୮ଶ୍ରେଣୀର ଛାତ୍ରଛାତ୍ରୀ ସାମିଲ ହୋଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes