ଆଦିବାସୀ ମହିଳାଙ୍କୁ ଏସଡିପିଓଙ୍କ ମାଡ଼ ଘଟଣାର ତଦନ୍ତ କ୍ରାଇମ ବ୍ରାଞ୍ଚ କରିବ

ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଏସଡିପିଓ ଅଂଶୁମାନ ଦ୍ବିବେଦୀ ଜଣେ ଆଦିବାସୀ ମହିଳାଙ୍କୁ ମାଡ଼ ମାରିବା ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚ ଆଇଜି କରିବେ ବୋଲି ଆଜି ବିଧାନସଭାରେ ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes