ଆଦିବାସୀ ସେଙ୍ଗେଲ ଅଭିଯାନ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଆଦିବାସୀ ସମାଜରେ ସମ୍ବିଧାନ ଆଇନ ଏବଂ ଗଣତନ୍ତ୍ର ବ୍ୟବସ୍ଥାକୁ ପ୍ରତିଷ୍ଠା କରିବା ଦାବିରେ ଆଦିବାସୀ ସେଙ୍ଗେଲ ଅଭିଯାନ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ।

ଜୋନାଲ କମିଟି ସଭାପତିଙ୍କ ନେତୃତ୍ୱରେ ଏକ ପ୍ରତିନିଧୀ ଦଳ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ଆଦିବାସୀ ସେଙ୍ଗଲ ଅଭିଯାନର ମୁଖ୍ୟ ପୂର୍ବତନ ସାଂସଦ ସାଲଖାନ ମୁର୍ମୁଙ୍କ ନେତୃତ୍ବରେ ଆଜି ଦେଶର ୫ ଟି ରାଜ୍ୟରେ ଏହି ଦାବି ଉପସ୍ଥାପନା କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes