ଆଜି ଆନ୍ତର୍ଜାତୀୟ ନିଶା ନିବାରଣ ଏବଂ ଅବୈଧ ନିଶା କାରବାର ପ୍ରତିରୋଧ ଦିବସ ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।
ଡିଆରଡିଏର ପ୍ରକଳ୍ପ ନିର୍ଦ୍ଦେଶକ ନିହାର ରଞ୍ଜନ କଅଁର ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।
Credible Local News of Odisha