ବାଲେଶ୍ଵର ସହରସ୍ଥିତ ଗାନ୍ଧିସ୍ମୃତିଭବନରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ଜିଲ୍ଲାସ୍ତରୀୟ ସମାରୋହ ପାଳିତ ହୋଇଛି।
ଏଥିରେ ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ,ସଦର ବିଧାୟକ ସ୍ଵରୂପ କୁମାର ଦାସ,ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ, ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।