ଆବାସିକ ସେବାଶ୍ରମରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଦୁର୍ଜନତୈଲା ପଞ୍ଚାୟତର କୁଞ୍ଜାପାଲି ଆବାସିକ ସେବାଶ୍ରମରେ ଆଜି ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।

ପ୍ରଧାନ ଶିକ୍ଷକ ଶୁଭ୍ରାଂଶୁ ଶେଖର ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ଡିଡବ୍ଲୁଓ ପାଳକା ରବିନ୍ଦ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes