ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର କଲ୍ୟାଣ ମଣ୍ଡପ ଠାରେ ଆଜି ଆୟୋଜିତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ଏବଂ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।
ଏହି କାର୍ଯ୍ୟକ୍ରମରେ ସାଂସଦ ଶ୍ରୀଯୁକ୍ତ ମହେଶ ସାହୁ, ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ମଲ୍ଲିକ , ନଗରପାଳ ଶ୍ରୀ ଧର୍ମାନନ୍ଦ ପରିଡା ଉପସ୍ଥିତ ଥିଲେ।