ଆଭ୍ୟନ୍ତରୀଣ ଓଡ଼ିଶାରେ ଆଜିଠୁ ଆହୁରି ବଢ଼ିବ ତାତି

ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏ ଅଧିକ ତାତି ରହିବ ବୋଲି ପାଣିପାଗ ବିଭାଗ କହିଛି।

ଗ୍ରୀଷ୍ମ ପ୍ରବାହ ନେଇ ଆଗାମୀ ୨୪ ଘଣ୍ଟା ପାଇଁ ୫ ଜିଲ୍ଲା ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, ଖୋର୍ଦ୍ଧା, ନୟାଗଡ଼କୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes