ଆମ୍ବେଦକରଙ୍କ ୧୩୧ ତମ ଜୟନ୍ତୀ ଅବସରରେ ଶୋଭାଯାତ୍ରା

ଆଜି ବାବା ସହେବ ଭାରତରତ୍ନ ବି.ଆର. ଆମ୍ବେଦକରଙ୍କ ୧୩୧ ତମ ଜୟନ୍ତୀ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସଦର ମହକୁମା ଠାରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes