ଆମ ବସଷ୍ଟାଣ୍ଡ ପାଇଁ ବଜେଟରେ ୧୫୦ କୋଟି

ମହିଳା ସ୍ୱୟଂସହାୟିକା ଗୋଷ୍ଠୀ ଉଦ୍ୟୋଗୀ ପାଇଁ ୧୦୦ କୋଟି, ବିଦେଶ ବିମାନ ଉଡ଼ାଣ ଯୋଜନା ପାଇଁ ୧୦୦ କୋଟି, ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ପାଇଁ ୨୧୦ କୋଟି, ବନ ସୁରକ୍ଷା ସମିତି ପାଇଁ ୨୫୦ କୋଟି, ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୦ କୋଟି, କାଳିଆ ଯୋଜନାରେ ଚାଷୀ ଋଣ ସୁଧ ରିହାତି ପାଇଁ ୮୩୬ କୋଟି, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପ୍ରାପ୍ୟ ପ୍ରଦାନ ପାଇଁ ୬ଶହ କୋଟି ଓ ମିଲେଟ ମିଶନ ପାଇଁ ୪୯୭ କୋଟି ଟଙ୍କାର ବ୍ୟୟବରାଦ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes