ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହ ପରିଚାଳନା କରୁଛନ୍ତି।

ଭିସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଦିବଂଗତ ପୂର୍ବତନ ବିଧାୟକ ସୁରେନ୍ଦ୍ର କଅଁରଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବକୁ ଅନ୍ୟାନ୍ୟ ଦଳ ସମର୍ଥନ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes