ଆସନ୍ତାକାଲିଠାରୁ ୫ ଦିନ ଯାଏ ରାଜ୍ୟର ସମସ୍ତ ସ୍କୁଲ ଛୁଟି

ରାଜ୍ୟର ଅଧିକାଂଶ ଜିଲ୍ଲାରେ ଦିନ ତାପମାତ୍ରା ୪୦ ଡ଼ିଗ୍ରୀରୁ ଉପରେ ରହୁଥିବାରୁ ଏପ୍ରିଲ ୨୬ ତାରିଖରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର।

ଛୁଟି ସତ୍ତ୍ବେ ମାଟ୍ରିକ ଓ +2 ପରୀକ୍ଷା ଜାରି ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes