ଆସନ୍ତାକାଲିଠୁ ନାଟମଣ୍ଡପରେ ଫାଟ ଥିବା ବିମ୍‌ ମରାମତି କାମ

ଏଏସ୍‌ଆଇ ଅଧୀକ୍ଷକ ଦିବିଷଦ ବ୍ରଜସୁନ୍ଦର ଗଡ଼ନାୟକ ସୂଚନା ଦେଇଛନ୍ତି।ଦିନ ଗୋଟାଏରୁ ସନ୍ଧ୍ୟା ୭ ଯାଏଁ ଚାଲିବ କାମ। ମାର୍ଚ୍ଚ ୨୦ ପୂର୍ବରୁ ସାରିବା ଲକ୍ଷ୍ୟ ରଖାଯାଇଛି।

ଭକ୍ତଙ୍କ ଦର୍ଶନ ଓ ନୀତିକାନ୍ତିରେ କୌଣସି ଅସୁବିଧା ହେବ ନାହିଁ, କୌଣସି ଅଘଟଣ ହେଲେ, ସ୍ଥିତି ଦେଖି ସମସ୍ତ ସହଯୋଗରେ କାମ ଚାଲିବ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes