ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା

ବଙ୍ଗୋପସାଗରର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ ଯୋଗୁଁ ଆସନ୍ତାକାଲିଠୁ ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କହିଛି।

କାଳବୈଶାଖୀ ପ୍ରଭାବରେ ୨ ଡିଗ୍ରୀ ଯାଏଁ ତାପମାତ୍ରା ଖସିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes