ଆସନ୍ତାକାଲିଠୁ ହେବାକୁ ଥିବା ବସ୍ ଧର୍ମଘଟ ସ୍ଥଗିତ

ଏନେଇ ଘରୋଇ ବସ୍ ମାଲିକ ସଂଘ ସଂପାଦକ ସୂଚନା ଦେଇଛନ୍ତି।

୧୦ଟି ରୁ ସରକାର ୩ଟି ଦାବି ମାନିଛନ୍ତି । ବାକି ମାର୍ଚ୍ଚ ୩୧ ସୁଦ୍ଧା ପୂରଣ ପାଇଁ ପ୍ରତିଶ୍ରୁତି ମିଳିଛି ବୋଲି ସଂପାଦକ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes