ଅମିତ ଶାହା ଆସନ୍ତାକାଲି ସନ୍ଧ୍ୟାରେ ଭୁବନେଶ୍ୱର ପହଞ୍ଚିବେ। ଏହା ପରେ ୮ରେ ଲିଙ୍ଗରାଜ ଦର୍ଶନ କରିବେ ଏବଂ କଟକରେ ନେତାଜୀଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ।
ପରେ ଦୈନିକ ଖବର କାଗଜ ପ୍ରଜାତନ୍ତ୍ରର ସ୍ୱନକ୍ଷତ୍ର ଦିବସରେ ଯୋଗ ଦେବେ।
Credible Local News of Odisha