ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶ୍ରୀଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ୍

ଦିଲ୍ଲୀରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଯାତ୍ରାର ଶୁଭାରମ୍ଭ କରିବେ।

୮ ଦିନର ଯାତ୍ରାରେ ୪ ରାଜ୍ୟର ପ୍ରସିଦ୍ଧ ତୀର୍ଥ ସ୍ଥାନ ଦେଇ ଯିବ ଟ୍ରେନ୍।ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ ଏବଂ ଓଡ଼ିଶା ଯାତ୍ରା କରିବ ଟ୍ରେନ୍।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes