ଆସନ୍ତାକାଲି ଠାରୁ ଜୁଲାଇ ୩୧ ଯାଏଁ ବନ୍ଦ ରହିବ ଭିତରକନିକା

କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଅଭୟାରଣ୍ୟ ୩ ମାସ ବନ୍ଦ ରହିବ ବୋଲି ଡିଏଫଓ ଯଜ୍ଞଦତ୍ତ ପତି ସୂଚନା ଦେଇଛନ୍ତି।

ଏହି ସମୟରେ ଅଭୟାରଣ୍ୟକୁ କୌଣସି ପର୍ଯ୍ୟଟକଙ୍କୁ ଛଡ଼ା ଯିବନାହିଁ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes