ଆସନ୍ତାକାଲି ଠାରୁ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

ଫଳରେ ଆସନ୍ତା ୫ ଦିନ ରାଜ୍ୟରେ ତାପମାତ୍ରା ଅପେକ୍ଷାକୃତ କମ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି।

୧୪ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ଥିବାରୁ ବିଭିନ୍ନ ଜିଲ୍ଲାକୁ ଆସନ୍ତା ୪ ଦିନ ପାଇଁ ୟେଲୋ ୱାର୍ଣ୍ଣି ଜାରି କାରଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes