ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତଦୁଇ ରେଜଲ୍ଟ

ଆସନ୍ତାକାଲି ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି l

ଆସନ୍ତାକାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ ଏବଂ ସପ୍ତାହକ ପରେ +୨ କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି ସୂଚନା l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes