ଆସନ୍ତାକାଲି ପ୍ରଚାର ମୈଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର ପ୍ରଧାନ

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆସନ୍ତାକାଲି ଦିନସାରା ପ୍ରଚାର କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଧର୍ମେନ୍ଦ୍ର ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ପାଇଁ ପ୍ରଚାର କରିବେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes