ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିବ ।

ଆସନ୍ତାକାଲି ବିଜେଡିର ପଞ୍ଚମ ପାଳି ସରକାରକୁ ୪ ବର୍ଷ ପୂରୁଛି । ୨୦୧୯ ମେ’ ୨୯ ତାରିଖରେ ଲଗାତାର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes