କେନ୍ଦୁଝର ଜିଲ୍ଲା ଘଟଗାଁ ତାରିଣୀ ମନ୍ଦିରରେ ଆସନ୍ତାକାଲି ଶ୍ରଦ୍ଧାଳୁଙ୍କ ପାଇଁ ମା’ ତାରିଣୀଙ୍କ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
ଆଷାଢୀ ପର୍ବ ପାଇଁ ସକାଳ ୬ଟାଠାରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ।
Credible Local News of Odisha