ଆସନ୍ତା ଶିକ୍ଷାବର୍ଷରୁ ୧୦୦ଟି ହାଇସ୍କୁଲକୁ ଅପଗ୍ରେଡ୍ କରାଯିବ: ମନ୍ତ୍ରୀ

ଡ୍ରପ୍ ଆଉଟ୍ ରୋକିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆସନ୍ତା ଶିକ୍ଷାବର୍ଷରୁ ୧୦୦ଟି ହାଇସ୍କୁଲକୁ ଅପଗ୍ରେଡ୍ କରିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ଯେଉଁ ସବୁ ବ୍ଲକରେ +2 କଲେଜ ନାହିଁ, ସେଠାରେ ହାଇସ୍କୁଲ ଅପଗ୍ରେଡ୍ ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes