ଆସନ୍ତା ୧୦ରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି, ମହାପ୍ରଭୁଙ୍କୁ କରିବେ ଦର୍ଶନ

ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ ପରେ ପ୍ରଥମ ଥର ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଦୁଇ ଦିନିଆ ଗସ୍ତରେ ରାଷ୍ଟ୍ରପତି ଓଡିଶା ଆସିବାର କାର୍ଯ୍ଯକ୍ରମ ରହିଛି। ୧୦ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜଭବନରେ ରହିବେ। ଏହା ପରେ ସେ ଭୁବନେଶ୍ବରରୁ ପୁରୀ ଅଭିମୁଖେ ବାହାରିବେ । ସେଠାରେ ମହାପ୍ରଭୁଙ୍କୁ ଦର୍ଶନ କରି ୧୧ ତାରିଖରେ ଦିଲ୍ଲୀ ଫେରିଯିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes