ଆସନ୍ତା ୧୩ ଓ ୧୪ ତାରିଖରେ ବସିବ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

କୋର୍ କମିଟି, ଜିଲ୍ଲା ସଭାପତି ଓ ପ୍ରଭାରୀ, ପଦାଧିକାରୀଙ୍କ ବୈଠକ ହେବ ବୋଲି କହିଛନ୍ତି ବିଜେପି ସା.ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ।

ଏଥିରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes