ଆସନ୍ତା ୧୫ ତାରିଖରୁ ପଶ୍ଚିମାଝଡ଼ର ପ୍ରଭାବ ସମ୍ଭାବନା

ଆସନ୍ତା ୧୫ ତାରିଖରେ ଆଉ ଏକ ପଶ୍ଚିମାଝଡ଼ ଆସୁଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।

୧୫ରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୧୬ ଓ ୧୭ରେ ବିଜୁଳି-ଘଡ଼ଘଡ଼ି ବର୍ଷା ସହ ଝଡ଼ ପବନ ସମ୍ଭାବନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes