ଆସନ୍ତା ୧୬ରୁ ଅକ୍ଟୋବର ୩୧ଯାଏଁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ

ପ୍ରବେଶ ନିମନ୍ତେ ଶ୍ୟାମାଖୁଣ୍ଟା ବ୍ଲକ ପୀଠାବଟା ଫାଟକ ସମେତ ଯଶୀପୁର ବ୍ଲକ କାଳିଆଣି ଫାଟକରେ ପର୍ଯ୍ୟଟକଙ୍କ ପାଇଁ ସାଢେ ଚାରି ମାସ ପର୍ଯ୍ୟନ୍ତ ବନ୍ଦ ରହିବ।

ତେବେ ପ୍ରତିବର୍ଷ ବର୍ଷା ଋତୁ ପାଇଁ ଜୁନ୍ ୧୬ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ଶିମିଳିପାଳ ବନ୍ଦ କରାଯାଇଥାଏ। ସାଧାରଣତଃ ବର୍ଷା ଋତୁରେ ଅଭୟାରଣ୍ୟର ରାସ୍ତାଘାଟ ଧୋଇଯାଇ ବିପଦ ଶଙ୍କୁଳ ଅବସ୍ଥାରେ ରହିଥାଏ। ତେଣୁ ମରାମତି ପାଇଁ ଏହା ବନ୍ଦ ରହେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes