ଘୂର୍ଣ୍ଣିବଳୟ ଏବେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବ।
ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।
Credible Local News of Odisha