ଆସନ୍ତା ୨୪ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏଁ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଏବଂ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ।

ଗଜପତି, ଗଂଜାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଏବଂ ବରଗଡ ଜିଲ୍ଲା ପାଇଁ ଅରେଂଜ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes