ଆସନ୍ତା ୨୮ ଓ ୨୯ ତାରିଖରେ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ

ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର।

୨୮ରେ ପଦାଧିକାରୀ ଓ ଜିଲ୍ଲା ସଭାପତିଙ୍କୁ ନେଇ ବୈଠକ ହେବାକୁଥିବା ବେଳେ ୨୯ରେ କାର୍ଯ୍ୟକାରିଣୀ ସଦସ୍ୟଙ୍କୁ ନେଇ ବୈଠକ ହେବ।ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସହପ୍ରଭାରୀ ବିଜୟପାଲ ସିଂ ତୋମର ଯୋଗ ଦେବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes