ଆସନ୍ତା ୨୯ରେ ନବୀନ ନିବାସ ଘେରିବ ଛାତ୍ର କଂଗ୍ରେସ

ଜିଲ୍ଲାପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଘଟଣାରେ ମନ୍ତ୍ରୀ ସମୀର ଦାଶଙ୍କୁ ତଦନ୍ତ ପରିସରଭୁକ୍ତ କରିବା ସହ ଏସ୍ଆଇଟି ତଦନ୍ତ ଦାବିରେ ଆସନ୍ତା ୨୯ରେ ନବୀନ ନିବାସ ଘେରିବ ଛାତ୍ର କଂଗ୍ରେସ ।

ମନ୍ତ୍ରୀ ସମୀର ଦାଶଙ୍କ ବହିଷ୍କାର ମଧ୍ୟ ଦାବି କରିଛି କଂଗ୍ରେସ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version