ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ରାଜ୍ୟରେ ଆସନ୍ତା 29 ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି l

ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଆଗାମୀ ଦୁଇଦିନ ମଧ୍ୟରେ ଦିନ ତାପମାତ୍ରା ଆହୁରି 2 ରୁ 3 ଡିଗ୍ରୀ ବୃଦ୍ଧି ପାଇବ ବୋଲି କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes